Breaking PLUSଓଡ଼ିଶାଦେଶମୁଖ୍ୟ ଖବରରାଜନୀତି

ଆସନ୍ତା 10ରେ ଭୁବନେଶ୍ୱରରେ ପିଏମ ମୋଦିଙ୍କ ରୋଡ୍ ସୋ

ଆସନ୍ତା ୧୦ ତାରିଖରେ ପୁଣି ଥରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଓଡ଼ିଶା ଆସି ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦୀ। ୧୦ ତାରିଖ ସନ୍ଧ୍ୟା ୬ଟାରୁ ଭୁବନେଶ୍ୱରେ ମୋଦୀଙ୍କ ରୋଡ୍‌ ଶୋ’ ଆରମ୍ଭ ହେବ। ମାଷ୍ଟରକ୍ୟାଣ୍ଟିନରୁ ବାହାରି ବାଣୀବିହାର ପର୍ଯ୍ୟନ୍ତ ଚାଲିବ ଏହି ରୋଡ୍‌ ଶୋ’। ଏଥିରେ ବହୁ ସଂଖ୍ୟକ ନେତା ଓ କର୍ମୀ ଯୋଗ ଦେବେ। ଏହାପରେ ଭୁବନେଶ୍ୱରରେ ହିଁ ରାତ୍ରୀ ଯାପନ କରିବେ ମୋଦୀ। ୧୧ ତାରିଖରେ ସେ ବଲାଙ୍ଗିରରେ ଆୟୋଜିତ ହେବାକୁ ଥିବା ସମାବେଶରେ ଯୋଗ ଦେବେ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button