Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତା 20ରେ ପୁରୀରେ ପିଏମ ମୋଦିଙ୍କ ରୋଡ୍ ସୋ

ଭୁବନେଶ୍ୱର- ଆସନ୍ତା ୨୦ ତାରିଖରେ ପୁଣି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରବିବାର ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର। ୨୦ ତାରିଖ ସକାଳେ ପ୍ରଧାନମନ୍ତ୍ରୀ ପୁରୀରେ ବିଶାଳ ରୋଡ୍‌ ଶୋ କରିବେ। ଏହାପରେ କଟକ ଓ ଅନୁଗୁଳରେ ଆୟୋଜିତ ହେବାକୁ ଥିବା ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି।

Show More

Related Articles

Back to top button