Breaking PLUSଦେଶ ବିଦେଶମୁଖ୍ୟ ଖବର

ପୋପ ଫ୍ରାନସିସଙ୍କ ପରଲୋକ

ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ତଥା ଭାଟିକାନ ସିଟିର ପୋପ ଫ୍ରାନସିସଙ୍କ ପରଲୋକ ଘଟିଛି। ତାଙ୍କୁ ୮୮ ବର୍ଷ ହୋଇଥିଲା। ୨୦୧୩ର ପୋପ ବେନେଡିକ୍ସ ଷୋଡ଼ଶ ଏହି ପବିତ୍ର ପଦବୀରୁ ଇସ୍ତଫା ଦେବା ପରେ ଜର୍ଜ ମାରିଓ ବର୍ଗୋଗ୍ଲିଓ(ପୋପ ଫ୍ରାନସିସ) ୨୬୬ ତମ ପୋପ ଭାବେ ମନୋନୀତ ହୋଇଥିଲେ। ରୋମାନ କ୍ୟାଥୋଲିକ ଚର୍ଚ୍ଚର ନେତୃତ୍ଵ ନେବାରେ ସେ ପ୍ରଥମ ଲାଟିନ ଆମେରିକୀୟ ଥିଲେ। ସ୍ଵାସ୍ଥ୍ୟଗତ ସମସ୍ୟା କାରଣରୁ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଇଛି।

Show More

Related Articles

Back to top button