Breaking PLUSଓଡ଼ିଶାପାଣିପାଗ

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା

ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଏହା ପ୍ରଭାବରେ ୨୮,୨.୩୦ରେ ରାଜ୍ୟରେ ୭ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହି ୭ ଜିଲ୍ଲା ଗୁଡିକ ହେଲେ ଗଂଜାମ, ଗଜପତି, ପୁରୀ, ରାୟଗଡା, କୋରାପୁଟ, ମାଲକାନଗିରି ଓ ନବରଂଗପୁର ।

Show More

Related Articles

Back to top button