Breaking PLUSଓଡ଼ିଶାମୁଖ୍ୟ ଖବର

ଘୁଞ୍ଚିଲା ଓଡ଼ିଶା ସିଭିଲ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ଘୁଞ୍ଚିଲା ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ଆୟୋଜିତ ଓଡ଼ିଶା ସିଭିଲ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା । ଆସନ୍ତା ନଭେମ୍ବର ମାସ ପର୍ଯ୍ୟନ୍ତ ଏହାର ପରିବର୍ତ୍ତନ କରାଯାଇଥିବା ଓପିଏସସି ପକ୍ଷରୁ ସୂଚନା ଦିଆଯାଇଛି ।

ଭୁବନେଶ୍ୱର: ଘୁଞ୍ଚିଲା ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ଆୟୋଜିତ ଓଡ଼ିଶା ସିଭିଲ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା । ଆସନ୍ତା ନଭେମ୍ବର ମାସ ପର୍ଯ୍ୟନ୍ତ ଏହାର ପରିବର୍ତ୍ତନ କରାଯାଇଥିବା ଓପିଏସସି ପକ୍ଷରୁ ସୂଚନା ଦିଆଯାଇଛି । ଏହି ପରୀକ୍ଷା ସେପ୍ଟେମ୍ବର ମାସରେ ହେବ ବୋଲି ପୂର୍ବରୁ ଧାର୍ଯ୍ୟ ହୋଇଥିଲା। କିନ୍ତୁ ମହାମାରୀ କରୋନା କଟକଣା ଯୋଗୁ ଏହାକୁ ପରିବର୍ତ୍ତନ କରାଯାଇଛି। ପରବର୍ତ୍ତି ସୂଚନା ପାଇବା ପାଇଁ ଛାତ୍ରଛାତ୍ରୀମାନେ ଓପିଏସସି ୱେବସାଇଟ http://www.opsc.gov.in/ ଦେଖିବାକୁ ପରାମର୍ଶ ଦିଆଯାଇଛି ।

Show More

Related Articles

Back to top button