Breaking PLUSଓଡ଼ିଶାମୁଖ୍ୟ ଖବର

ସରକାରକୁ ବଦନାମ କରିବାକୁ ମନୁଷ୍ୟକୃତ ଆଳୁ ଅଭାବ-ମନ୍ତ୍ରୀ

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ସରକାରକୁ ବଦନାମ କରିବାକୁ ମନୁଷ୍ୟକୃତ ଆଳୁ ଅଭାବ ତିଆରି କରାଗଲା। ପ୍ରଥମେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମନା କଲେ ଆମେ ଆଳୁ ଦେବୁ ନାହିଁ, ଏବେ ପୁଣି ରାଜି ହେଲେ ଦେବାକୁ। କାହିଁକି ଏମିତି ରାଜନୀତି କଲେ ମୁଁ ଜାଣି ନାହିଁ। ମାର୍କେଟରେ ପରିମାଣ କମିଲେ ଦର ବଢ଼େ।  ଏବେ ତ ପର୍ଯ୍ୟାପ୍ତ ଆଳୁ ରହିଛି। ଦର ବି ସ୍ୱାଭାବିକ ଅଛି, ଆଗକୁ ଆହୁରି କମିବ।

Show More

Related Articles

Back to top button