Breaking PLUSଓଡ଼ିଶାମୁଖ୍ୟ ଖବର

ବଢିଲା ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି। ରାଜ୍ୟ ସରକାର ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଆଉ ୬ ମାସ ବଢାଇଛନ୍ତି। ଶୁକ୍ରବାର ଏନେଇ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୨୪ ଜୁନ୍‌ ୩୦ ପର୍ଯ୍ୟନ୍ତ ମୁଖ୍ୟ ଶାସନ ସଚିବ ପଦବୀରେ ରହିବେ ପ୍ରଦୀପ ଜେନା। ଆସନ୍ତା ୩୧ ତାରିଖରେ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଥିବାବେଳେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ସେନେଇ ଚର୍ଚ୍ଚା ଜୋର ଧରିଥିଲା।

Show More

Related Articles

Back to top button