Breaking PLUSଓଡ଼ିଶାଦେଶଦେଶ ବିଦେଶମୁଖ୍ୟ ଖବରସ୍ୱତନ୍ତ୍ର

ପାରା ଏସୀୟ କ୍ରୀଡ଼ାରେ ପ୍ରମୋଦ ଭଗତଙ୍କୁ ସ୍ୱର୍ଣ୍ଣ

ପାରା ଏସୀୟ କ୍ରୀଡ଼ାରେ ପ୍ରମୋଦ ଭଗତଙ୍କୁ ସ୍ୱର୍ଣ୍ଣ ପଦକ ମିଳିଛି । ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ପ୍ରମୋଦ ଭଗତ । ନିଜ ଦେଶର ନିତେଶ କୁମାରଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଛନ୍ତି । ଫାଇନାଲରେ ୨୨-୨୦, ୧୮-୨୧, ୨୧-୧୯ରେ ଜିତିଲେ ପ୍ରମୋଦ । ୨୦୧୮ ପାରା ଏସୀୟ କ୍ରୀଡ଼ାରେ ବି ସ୍ୱର୍ଣ୍ଣ ଜିତିଥିଲେ ପ୍ରମୋଦ ଭଗତ ।

Show More

Related Articles

Back to top button