ଓଡ଼ିଶାମୁଖ୍ୟ ଖବର

ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଖାରଜ

ଚିଲିକା ବିଧାୟକ ପ୍ରଶାନ୍ତ ଦଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ କଲେ କୋର୍ଟ । ବିଧାୟକଙ୍କ ମେଡିକାଲ ପରୀକ୍ଷା ପାଇଁ ଆବେଦନ କରାଯାଇଛି । ଜାମିନ ଆବେଦନ ଖାରଜ ହେବା ପରେ ଜେଲ ଯିବେ ଚିଲିକା ବିଧାୟକ । ଆଜି ତଳକୋର୍ଟରେ ଆତ୍ମସମର୍ପଣ କରିଥିଲେ ପ୍ରଶାନ୍ତ । ହାଇକୋର୍ଟର ନିର୍ଦ୍ଦେଶ କ୍ରମେ କରିଥିଲେ ଆତ୍ମସମର୍ପଣ । ତାଙ୍କ ଉପରେ ଲାଗିଛି ଏସସିଏସଟି ଆଇନ ଓ ଅପରାଧର ସଙ୍ଗୀନ ଦଫା ।

 

Show More

Related Articles

Back to top button