Breaking PLUSଓଡ଼ିଶାମୁଖ୍ୟ ଖବର

ଜନ୍ମମାଟିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ; ମା’ କିଚକେଶ୍ବରୀଙ୍କୁ କଲେ ଦର୍ଶନ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ପ୍ରଥମେ ସେ ଜନ୍ମମାଟି ମୟୂରଭଞ୍ଜରେ ପହଞ୍ଚିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ଆସି ଖିଚିଂରେ ପହଞ୍ଚି ମା’ କିଚକେଶ୍ବରୀଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି। ଏହାହାପରେ ରାଷ୍ଟ୍ରପତିଙ୍କର ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି। ସମସ୍ତ କାର୍ଯ୍ୟକ୍ରମ ସରିବା ପରେ ମହୁଲଡିହାସ୍ଥିତ ନିଜ ବାସଭବନରେ ପରିବାର ସହିତ ରାତ୍ରଭୋଜନ କରି ରାତ୍ରୀଯାପନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

Show More

Related Articles

Back to top button