Breaking PLUSଓଡ଼ିଶାଦେଶମୁଖ୍ୟ ଖବରରାଜନୀତି

ବାରିପଦାରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର- ବାରିପଦାରେ ପହଞ୍ଚିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ବାରିପଦା ପୋଲିସ ପଡ଼ିଆରେ ପହଞ୍ଚିଛନ୍ତି । ବାରିପଦା ପୋଲିସ୍ ପଡ଼ିଆ ହେଲିପ୍ୟାଡରୁ କଡ଼ା ସୁରକ୍ଷା ମଧ୍ୟରେ ତାଙ୍କୁ ନିଆଯାଇଛି। ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ହେବା ପରେ ଆଜି ମୟୂରଭଞ୍ଜ ଜିଲ୍ଲାକୁ ଦ୍ୱିତୀୟ ଥର ପାଇଁ ଆସିଛନ୍ତି ଦ୍ରୌପଦୀ ମୁର୍ମୁ ।

Show More

Related Articles

Back to top button