Breaking PLUSଓଡ଼ିଶାଦେଶମୁଖ୍ୟ ଖବରରାଜନୀତି

ବାରଣାସୀରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି

ବାରଣାସୀ, 11 ଡିସେମ୍ବର – ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ବାରଣାସୀରେ ପହଞ୍ଚିଛନ୍ତି । ବାବତପୁର ସ୍ଥିତ ଲାଲ ବାହାଦୂର ଶାସ୍ତ୍ରୀ ଅନ୍ତର୍ଜାତୀୟ ଏୟାରପୋର୍ଟରେ ପହଞ୍ଚିବା ପରେ ରାଜ୍ୟପାଳ ଆନନ୍ଦୀବେନ ପଟେଲ ତାଙ୍କର ସ୍ୱାଗତ କରିଥିଲେ । ଏୟାରପୋର୍ଟରେ ପହଞ୍ଚିବା ପରେ କଡା ସୁରକ୍ଷା ବଳୟ ଭିତରେ ରାଷ୍ଟ୍ରପତି ମହାତ୍ମା ଗାନ୍ଧି କାଶୀ ବିଦ୍ୟାପୀଠ ଦୀକ୍ଷାନ୍ତ ସମାରୋହରେ ସାମିଲ ହେବା ପାଇଁ ଯାଇଥିଲେ ।

Show More

Related Articles

Back to top button