Breaking PLUSଦେଶମୁଖ୍ୟ ଖବରସ୍ୱତନ୍ତ୍ର

ରାଷ୍ଟ୍ରପତିଙ୍କ ବଦ୍ରିନାଥ ଧାମ ଗସ୍ତ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ତଦାରଖ

ଗୋପେଶ୍ୱର- ଆସନ୍ତାକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବଦ୍ରିନାଥ ଧାମ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ତେବେ ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ମଙ୍ଗଳବାର ଡିଜିପି, ଜିଲ୍ଲାପାଳ ଓ ଏସପି ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା ସହ ସମସ୍ତ ସୁରକ୍ଷାକର୍ମୀଙ୍କୁ ସଜାଗ ରହିବା ଏବହ ନିଜ ନିଜର କର୍ତ୍ତବ୍ୟ ନିର୍ବାହ କରିବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି ।

Show More

Related Articles

Back to top button