Breaking PLUSଦେଶ ବିଦେଶମୁଖ୍ୟ ଖବର

ଆସନ୍ତାକାଲି ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତରେ ଯାଉଛନ୍ତି । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ବିଦେଶ ମନ୍ତ୍ରଣାଳୟ ଏବଂ ରାଷ୍ଟ୍ରୀୟ ସୁରକ୍ଷା ଏଜେନ୍ସିଂର ଉଚ୍ଚ ସ୍ତରୀୟ ପ୍ରତିନିଧି ମଣ୍ଡଳ ଉପସ୍ଥିତ ରହିବେ । ଏନେଇ ବିଦେଶ ସଚିବ ହର୍ଷବର୍ଦ୍ଧନ ଶୃଙ୍ଗଳା ସୂଚନା ଦେଇଛନ୍ତି । ଗସ୍ତ ସମୟରେ କ୍ୱାଡ ଶିଖର ସମ୍ମିଳନୀ ଏବଂ ମିଳିତ ଜାତିସଂଘର ମହାସଭାରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ।

Show More

Related Articles

Back to top button