Breaking PLUSଓଡ଼ିଶାମୁଖ୍ୟ ଖବର

ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ବିରଳ କୃତିତ୍ୱ, ଛେରାପହଁରା କରିବାରେ ୫୦ ବର୍ଷ ପୂରଣ

ଚଳିତ ବର୍ଷ ରଥଯାତ୍ରାରେ ରେକର୍ଡ କଲେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଚଳିତ ବର୍ଷକୁ ମିଶାଇ ଛେରାପହଁରାରେ ୫୦ ବର୍ଷ ପୂରଣ କଲେ ଗଜପତି।

ଚଳିତ ବର୍ଷ ରଥଯାତ୍ରାରେ ରେକର୍ଡ କଲେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଚଳିତ ବର୍ଷକୁ ମିଶାଇ ଛେରାପହଁରାରେ ୫୦ ବର୍ଷ ପୂରଣ କଲେ ଗଜପତି।

୧୯୭୧ ମସିହାରୁ ଛେରାପହଁରା କରି ଆସୁଛନ୍ତି ଗଜପତି ମହାରାଜା। ପିତାଙ୍କ ଦେହାନ୍ତ ପରଠାରୁ ଛେରାପହଁରା କରି ଆସୁଛନ୍ତି ଗଜପତି। କେବଳ ୧୯୭୬ରେ ଛେରାପହଁରା କରିପାରିନଥିଲେ । ଉଚ୍ଚଶିକ୍ଷା ପାଇଁ ଆମେରିକାରେ ଥିବାରୁ ଛେରାପହଁରା କରିପାରିନଥିଲେ। ଗଜପତି ମହାରାଜାଙ୍କୁ ଏବେ ୬୮ ବର୍ଷ ।

ସୂଚନାଯୋଗ୍ୟ, ଆଜି ଜନ୍ମବେଦିରୁ କର୍ମବେଦିକୁ ବାହୁଡ଼ୁଛନ୍ତି ମହାବାହୁ। । ନବଦିନ ଯାତ୍ରା ସାରି ଆଜି ଶ୍ରୀମନ୍ଦିର ଫେରୁଛନ୍ତି ଶ୍ରୀଜିଉ। କରୋନା କଟକଣା ପାଇଁ ଏଥର ବି ବିନା ଭକ୍ତରେ ହେଉଛି ବାହୁଡ଼ା ଯାତ୍ରା।

Show More

Related Articles

Back to top button