Breaking PLUSଓଡ଼ିଶାମୁଖ୍ୟ ଖବର

ଆଜ୍ଞାମାଳ ବିଜେ, ରଥକାଠ ଅନୁକୂଳ

ପୁରୀ- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରଥକାଠ ଅନୁକୁଳ ହୋଇଛି । ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଏଥିସହ ଆଜି ଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନଯାତ୍ରା ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇ ରଥକାଠ ଅନୂକୁଳ ହୋଇଛି । ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇ ଅନ୍ୟାନ୍ୟ ନୀତି କରାଯାଇଥିଲା ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button