Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି

ପୁରୀ- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ।