Breaking PLUSଓଡ଼ିଶାମୁଖ୍ୟ ଖବର

ବନକଲାଗି ନୀତି ପାଇଁ ଦର୍ଶନ ବନ୍ଦ

ପୁରୀ : ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି। ଆଜି କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକାରୁ ରାତ୍ର ଘ.୯.୦୦ ଟିକା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Show More

Related Articles

Back to top button