Breaking PLUSଓଡ଼ିଶାମୁଖ୍ୟ ଖବର

କାଲି ଶ୍ରୀଜୀଉଙ୍କ ବନକଲାଗି ନୀତି

ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ବୁଧବାର ମାଘ ଶୁକ୍ଳ ଦ୍ଵାଦଶୀ ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକାରୁ ରାତ୍ର ଘ.୯.୦୦ ଟିକା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Show More

Related Articles

Back to top button