Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ

ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କର ପୁଣି କୋଭିଡ୍ ଟେଷ୍ଟ କରାଯିବ। ପ୍ରତିଦିନ ୫୦ ସେବାୟତଙ୍କ ଆର୍ ଟିପିସିଆର୍ ପରୀକ୍ଷା କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା।

ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କର ପୁଣି କୋଭିଡ୍ ଟେଷ୍ଟ କରାଯିବ। ପ୍ରତିଦିନ ୫୦ ସେବାୟତଙ୍କ ଆର୍ ଟିପିସିଆର୍ ପରୀକ୍ଷା କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଗ୍ରାଣ୍ଡରୋଡ୍ ର ଉତ୍କଳ ହୀନ୍ଦି ବିଦ୍ୟାପୀଠରେ ସେବାୟତମାନଙ୍କର କୋଭିଡ୍ ଟେଷ୍ଟ କରାଯିବ ।

ଫେବୃଆରୀ ୨୭ ପର୍ଯ୍ୟନ୍ତ ଶ୍ରୀମନ୍ଦିର ସେବାୟତଙ୍କ କୋଭିଡ୍ ଟେଷ୍ଟ ଚାଲିବା ନେଇ ସୂଚନା ମିଳିଛି। ପ୍ରଥମେ ସୁଆର ଓ ମହାସୁଆରଙ୍କ କୋଭିଡ୍ ଟେଷ୍ଟ କରାଯିବ। ଏହାପରେ ପର୍ଯ୍ୟାୟ କ୍ରମେ ଅନ୍ୟ ସେବାୟତଙ୍କ କୋଭିଡ୍ ଟେଷ୍ଟ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶ କରାଯାଇଛି।

Show More

Related Articles

Back to top button