Breaking PLUSଓଡ଼ିଶାମୁଖ୍ୟ ଖବର

ପୁଣି ପ୍ରଶ୍ନପତ୍ର ଭାଇରାଲ୍ ଅଭିଯୋଗ

ଭୁବନେଶ୍ୱର/କେନ୍ଦୁଝର, 26 ଫେବୃଆରୀ – ପୁଣି ପ୍ରଶ୍ନ ପତ୍ର ଭାଇରାଲ ହୋଇଛି । କେନ୍ଦୁଝରରେ ପୁଣି ଗଣିତ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି । ପରୀକ୍ଷା ଆରମ୍ଭ ହେବାର କିଛି ସମୟ ପରେ ସୋସିଆଲ ମିଡିଆରେ ଘୁରିବୁଲୁଛି ପ୍ରଶ୍ନ ପତ୍ର ଏଵଂ ଉତ୍ତର । ପରୀକ୍ଷା ଶେଷ ପରେ ଏହାର ସତ୍ୟାସତ୍ୟ ଜଣାପଡ଼ିବ । ପୂର୍ବରୁ କେନ୍ଦୁଝରରେ ଇଂରାଜୀ ପ୍ରଶ୍ନପତ୍ର ଭାଇରାଲ୍ ଅଭିଯୋଗ ହୋଇଥିଲା । ଯାହାକୁ ବୋର୍ଡ କର୍ତ୍ତୃପକ୍ଷ ଖଣ୍ଡନ କରିଥିଲେ ।

Show More

Related Articles

Back to top button