Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ଶପଥ ନେଲେ ଓଡ଼ିଶାର ନୂଆ ରାଜ୍ୟପାଳ

ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ ମଙ୍ଗଳବାର ଶପଥ ନେଇଛନ୍ତି। ରାଜଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ହାଇକୋର୍ଟର ମୁଖ୍ୟ ବିଚାରପତି ନୂଆ ରାଜ୍ୟପାଳଙ୍କୁ ଶପଥ ଗ୍ରହଣ କରାଇଛନ୍ତି। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ମନ୍ତ୍ରୀ ମଣ୍ଡଳର ସଦସ୍ୟବୃନ୍ଦ ଉପସ୍ଥିତ ଥିଲେ। ଶପଥ ଗ୍ରହଣପରେ ନୂଆ ରାଜ୍ୟପାଳ ରଘୁବରଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା।

Show More

Related Articles

Back to top button