Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ରଘୁରାମ ମାଛଙ୍କୁ ବିଜେଡିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, 6 ନଭେମ୍ବର – ରଘୁରାମ ମାଛ ବିଜେଡିରୁ ବହିଷ୍କୃତ । ଦଳବିରୋଧୀ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ବିଧାନସଭା ନିର୍ବାଚନ ମଣ୍ଡଳୀର ରଘୁରାମ ମାଛଙ୍କୁ ବହିଷ୍କାର କରିଛନ୍ତି । ଏନେଇ ବିଜେଡିର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି ।

Show More

Related Articles

Back to top button