Breaking PLUSଓଡ଼ିଶାଦେଶମୁଖ୍ୟ ଖବରରାଜନୀତି

26ରେ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାହୁଲ ଗାନ୍ଧି

ଭୁବନେଶ୍ୱର- ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ। ଏନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି। ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖଡଗେ ମେ ୨୬, ୨୭ ଓ ୨୮ ତାରିଖରେ ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଦଳ ପାଇଁ ପ୍ରଚାର କରିବେ ବୋଲି ଅଜୟ କୁମାର କହିଛନ୍ତି।

Show More

Related Articles

Back to top button