Breaking PLUSଦେଶମୁଖ୍ୟ ଖବର

ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା

ନୂଆଦିଲ୍ଲୀ- ବିଜୟ ନଗରମ୍ ଜିଲ୍ଲାର ଆଲମଣ୍ଡା ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ଅନୁଦାନ ଘୋଷଣା କରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ସୋସିଆଲ ମିଡିଆ ଏକ୍ସରେ ସେ କହିଛନ୍ତି ସମସ୍ତ ଆହତଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି । ମୃତକଙ୍କ ପରିବାରକୁ 10ଲକ୍ଷ ଟଙ୍କାର ଅନୁଦାନ ରାଶି ଘୋଷଣା କରିଥିବା ବେଳେ ଗୁରୁତର ଆହତଙ୍କୁ 2.5 ଲକ୍ଷ ଓ ସାମାନ୍ୟ ଆହତଙ୍କୁ 50ହଜାର ଟଙ୍କାର ସହାୟତା ଘୋଷଣା କରାଯାଇଛି ।

Show More

Related Articles

Back to top button