Breaking PLUSଓଡ଼ିଶାମୁଖ୍ୟ ଖବର

୩ ଦିନ ବର୍ଷା

୯ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା

ଲଗାତାର ୩ ଦିନ ଧରି ଲଗାତାର ବର୍ଷିବ ବର୍ଷା । ଆସନ୍ତା କାଲିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସର୍ତକ କରିଛି । ମୌସୁମୀ ପ୍ରବାହ ଏବେ ଓଡ଼ିଶା ଉପରେ ଦୁର୍ବଳ ଥିବା ସତ୍ତ୍ୱେବି ବର୍ଷା ଲାଗି ରହିବ । ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ସାମାନ୍ୟ ବର୍ଷା ହେବାକୁ ଥିବା ବେଳେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସୂଚନା ରହିଛି । ଏହାସହ ୯ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସର୍ତକ କରାଇଛି ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, ନବରଙ୍ଗପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା । ଆସନ୍ତା ୨୫,୨୬, ୨୭ କିଛି ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି, ବିଜୁଳି ମାରିବାର ସମ୍ଭାବନା ରହିଛି। ଏହାବାଦ କିଛି ସ୍ଥାନରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।

Show More

Related Articles

Back to top button