Breaking PLUSଓଡ଼ିଶାମୁଖ୍ୟ ଖବର

ଉପକୂଳରେ କମିବ, ପଶ୍ଚିମରେ ଛେଚିବ

() ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଲାଗିରହିଛି । ତେବେ ଆଜିଠୁ କମିବ ବର୍ଷା । ଉପକୂଳରେ ବର୍ଷା କମିବ ଏବଂ ପଶ୍ଚିମରେ ବଢିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ରାଜ୍ୟରେ ବିଶେଷ କରି ପଶ୍ଚିମ ଓଡ଼ିଶାରେ ବର୍ଷା ଜାରି ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପଶ୍ଚିମ ଓଡ଼ିଶାର ୬ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ବଲପୁର, ସୁବର୍ଣ୍ଣପୁର, ବରଗଡ, କଳାହାଣ୍ଡି,ବଲାଙ୍ଗିର, ନୂଆପଡାରେ ଅତି ପ୍ରବଳ ବର୍ଷା ହେବ ।

ଏପଟେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପାଗରେ ପରିବର୍ତ୍ତନ ଆସିଛି । ଏବଂ ବର୍ଷା କମିଥିବା ସୂଚନା ମିଳିଛି ।

Show More

Related Articles

Back to top button