Breaking PLUSଓଡ଼ିଶାମୁଖ୍ୟ ଖବର

ବର୍ଷା ନେଇ 4 ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ବର: ବିଜୁଳି , ଘଡଘଡି ସହ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଗାମୀ ୩ ଘଣ୍ଟାରେ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ପ୍ରଚଣ୍ତ ରୌଦ୍ୟତାପରେ ଜନଜୀବନ ଆଉଟୁପାଉଟୁ ହେଉଥିବାବେଳେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ବସ୍ତି ଦେବା ନେଇ ଆଶା କରାଯାଉଛି। ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button