Breaking PLUSଓଡ଼ିଶାମୁଖ୍ୟ ଖବର

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା

ଭୁବନେଶ୍ୱର- ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା । ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ମଙ୍ଗଳବାର ଘନୀଭୂତ ହୋଇ ଲଘୁଚାପ ରୂପ ନେଇଛି। ଏହାର ପ୍ରଭାବରେ ମଙ୍ଗଳବାର ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ମଙ୍ଗଳବାର ଏବଂ ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୩୦ ତାରିଖ ଯାଏ ବର୍ଷା ଜାରି ରହିପାରେ।

Show More

Related Articles

Back to top button