Breaking PLUS

ଉତ୍ତରପୂର୍ବ ରାଜ୍ୟ ଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା

ଦେଶର ଉତ୍ତରପୂର୍ବ ରାଜ୍ୟ ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରାଯାଇଛି। ଉତ୍ତରାଖଣ୍ଡ, ଉପ-ହିମାଳୟ, ପଶ୍ଚିମବଙ୍ଗ ଏବଂ ସିକିମରେ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ଜମ୍ମୁ ଡିଭିଜନ, ହିମାଚଳ ପ୍ରଦେଶ, ଉତ୍ତରପ୍ରଦେଶ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼ ଏବଂ ଦିଲ୍ଲୀ, ପୂର୍ବ ରାଜସ୍ଥାନ, ଦକ୍ଷିଣ ଗୁଜୁରାଟ ଉପରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Show More

Related Articles

Back to top button