Breaking PLUSଓଡ଼ିଶାମୁଖ୍ୟ ଖବର

ପଶ୍ଚିମାଝଡ଼ ପ୍ରଭାବରେ ନୂଆବର୍ଷର ପ୍ରାରମ୍ଭରୁ ବର୍ଷା ସମ୍ଭାବନା

ଭୁବନେଶ୍ଵର, ୩୦ ଡିସେମ୍ବର – ପଶ୍ଚିମାଝଡ଼ ପ୍ରଭାବରେ ନୂଆବର୍ଷର ପ୍ରାରମ୍ଭରୁ ବର୍ଷା ସମ୍ଭାବନା ରହିଛି । ଜାନୁଆରୀ ପ୍ରଥମ ସପ୍ତାହ ଶେଷ ବେଳକୁ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Show More

Related Articles

Back to top button