Breaking PLUSଖେଳ

ଆଇପିଏଲ ଟକ୍କର : ଟସ ଜିତି ପ୍ରଥମେ ବ୍ୟାଟିଂ କରିବ ରାଜସ୍ଥାନ

ଆଜିର ଆଇପିଏଲ ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ହୋଇଛି । ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି ରାଜସ୍ଥାନ । ଫଳରେ ବୋଲିଂ କରିବାକୁ ମୈଦାନକୁ ଓହ୍ଲାଇବ ହାଇଦ୍ରାବାଦ ଦଳ । ରାଜସ୍ଥାନ ପାଇଁ ଏହି ମ୍ୟାଚ ବେଶ ଗୁରୁତ୍ୱପୂର୍ଣ୍ଣ । ପ୍ଲେ ଅଫରେ ନିଜ ସ୍ଥାନ ପକ୍କା କରିବାକୁ ଆଜି ଜୋରଦାର ପ୍ରୟାସ କରିବ ରାଜସ୍ଥାନ ଦଳ ।

 

Show More

Related Articles

Back to top button