Breaking PLUSଓଡ଼ିଶାମୁଖ୍ୟ ଖବର

ରାଜେଶ୍ ପ୍ରଭାକର ପାଟିଲ୍ ନୂଆ ବିଏମସି କମିଶନର

ଭୁବନେଶ୍ଵର: ବଦଳିଲେ ଭୁବନେଶ୍ବର ମହାନଗର ନିଗମ କମିଶନର। ରାଜେଶ୍ ପ୍ରଭାକର ପାଟିଲ୍ ନୂଆ ବିଏମସି କମିଶନର ହୋଇଛନ୍ତି। ଜିଏ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୦୫ ବ୍ୟାଚ୍‌ର ଆଇଏଏସ୍ ଅଫିସର ହେଉଛନ୍ତି ରାଜେଶ ପ୍ରଭାକର ପାଟିଲ। ବର୍ତ୍ତମାନର ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ ଛୁଟିରେ ଯିବେ । ଏକ ମାସ ଛୁଟି ପାଇଁ କମିଶନର୍ କୁଲାଙ୍ଗେ ଆବେଦନ କରିଥିଲେ। ତାଙ୍କ ଆବେଦନକୁ ମଞ୍ଜୁରି ମିଳିବା ପରେ ଆଜିଠାରୁ(ଶନିବାର) ସେ ଛୁଟିରେ ଯିବେ। ଛୁଟିରୁ ଫେରିବା ପରେ କୁଲାଙ୍ଗେଙ୍କୁ ନୂଆ ନିଯୁକ୍ତି ମିଳିବା ନେଇ ଜିଏ ପ୪ରୁ ସୂଚନା ମିଳିଛି।

Show More

Related Articles

Back to top button