Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ଆସନ୍ତା 8ରେ ରାଜନାଥ ସିଂ, 12ରେ ଆସିବେ ଶାହ

ଭୁବନେଶ୍ୱର- ଆସନ୍ତା ୮ ତାରିଖରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ୧୨ ରେ ଗୃହମନ୍ତ୍ରୀ ଅମିତ ଶାହ ଓଡିଶା ଆସିବେ । ୮ ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରାୟଗଡା ଗସ୍ତ କରିବେ । ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରି ବିଜୟପାଲ ସିଂ ତୋମାର ଏ ନେଇ ସୂଚନା ଦେଇଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button