Breaking PLUSଓଡ଼ିଶାଦେଶମୁଖ୍ୟ ଖବରରାଜନୀତି

ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ

ଭୁବନେଶ୍ୱର- ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ । ଓଡ଼ିଶାର ଖାଲି ପଡୁଥିବା ୩ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ । ନିର୍ବାଚନ ପାଇଁ ଫେବ୍ରୁଆରୀ ୮ରେ ପ୍ରକାଶ ପାଇବ ବିଜ୍ଞପ୍ତି । ଫେବ୍ରୁଆରୀ ୧୫ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ । ଫେବ୍ରୁଆରୀ ୧୬ରେ ଯାଞ୍ଚ, ୨୦ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର । ଏପ୍ରିଲ ୩ରେ ଓଡ଼ିଶାର ୩ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ସରିବ । ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ, ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ସରିବ ।

Show More

Related Articles

Back to top button