Breaking PLUSଖେଳ

ଆଇପିଏଲ ଟକ୍କର : ମୁହାଁମୁହିଁ ହେବେ ବାଙ୍ଗାଲୋର ଓ ମୁମ୍ବାଇ

ଆଜିର ଆଇପିଏଲ ମ୍ୟାଚରେ ମୁହାଁମୁହିଁ ହେବେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ମୁମ୍ବାଇ ଇଣ୍ଡିଆନ୍ସ । ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି ମୁମ୍ବାଇ, ତେଣୁ ପ୍ରଥମେ ବ୍ୟାଟିଂ କରିବାକୁ ଆସିବ ବାଙ୍ଗାଲୋର ଦଳ । ଏହି ମ୍ୟାଚ ଉଭୟ ଦଳ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ । ପ୍ଲେ ଅଫରେ ନିଜ ସ୍ଥାନ ପକ୍କା କରିବା ପାଇଁ ମୈଦାନକୁ ଓହ୍ଲାଇବେ ଉଭୟ ଦଳ ।

Show More

Related Articles

Back to top button