Breaking PLUSଓଡ଼ିଶାମୁଖ୍ୟ ଖବର

ଭିଜିଲାନ୍ସ ଜାଲରେ ଆରଟିଓ

ଭୁବନେଶ୍ୱର, 15 ଫେବୃଆରୀ- ଭିଜିଲାନ୍ସ ଜାଲରେ ଆରଟିଓ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ରଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ଏହି ଚଢାଉରେ 2ଜଣ ଅତିରିକ୍ତ ଏସପି, 6ଜଣ ଡିଏସପି, 6ଜଣ ଇନସପେକ୍ଟର ଓ ଅନ୍ୟ କର୍ମଚାରୀ ସାମିଲ ହୋଇଛନ୍ତି । ବସନ୍ତଙ୍କର ଭୁବନେଶ୍ୱର, ବୌଦ୍ଧ ଓ ଗଞ୍ଜାମର 10ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରାଯାଇଛି ।

Show More

Related Articles

Back to top button