Breaking PLUSଓଡ଼ିଶାମୁଖ୍ୟ ଖବର

ଝୁଲିପଡିଲେ ମାଆ ପୁଅ

ସମ୍ବଲପୁରରେ ଚାଞ୍ଚଲ୍ୟ, ମାଆ ପୁଅଙ୍କ ସନ୍ଦେହଜନକ ମୃତ୍ୟୁ

ସମ୍ବଲପୁରରେ ଚାଞ୍ଚଲ୍ୟ । ସହରର ଅନୁଗୁଳିଆପଡ଼ାରେ ମାଆ-ପୁଅଙ୍କ ସନ୍ଦେହଜନକ ମୃତ୍ୟୁ। ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ମାନେ ହେଲେ ଜ୍ୟୋତ୍ସ୍ନାରାଣୀ ଦାସ ଓ ତାଙ୍କ ପୁଅ ସୁଧୀର ପଣ୍ଡା । ଘର ଭିତରୁ ଦୁର୍ଗନ୍ଧ ବାହାରିବାରୁ ପୋଲିସକୁ ଜଣାଇଥିଲେ ସ୍ଥାନୀୟ ଲୋକେ ।

ଘଟଣାସ୍ଥଳରେ ଅଇଁଠାପାଲି ଥାନା ପୋଲିସ ପହଞ୍ଚି ଶବ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି । ମୃତ୍ୟୁର କାରଣ ଜଣାପଡି ନଥିବା ବେଳେ, ପାରିପାର୍ଶ୍ୱିକ ସ୍ଥିତିରୁ ଏହା ଏକ ଆତ୍ମହତ୍ୟା ଘଟଣା ବୋଲି ପୋଲିସ ସନ୍ଦେହ କରାଯାଉଛି ।….

Show More

Related Articles

Back to top button