Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି
ବିଜେଡି ଛାଡିଲେ ସମୀର ଦାଶ

ଭୁବନେଶ୍ୱର- ବିଜେଡି ଛାଡିଲେ ସମୀର ଦାଶ। ସମୀର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି।
ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ସେ ଦଳ ଛାଡିଥିବା ନେଇ ସୂଚନା ଦେଇଛନ୍ତି। ଏଥର ଟିକେଟ୍ କଟିଥିବାରୁ ଅସନ୍ତୁଷ୍ଟ ଥିଲେ ସମୀର ଦାଶ।