Breaking PLUSଦେଶମୁଖ୍ୟ ଖବରରାଜନୀତି

ସଞ୍ଜୟ ସିଂହଙ୍କ ନ୍ୟାୟିକ ହେପାଜତ ଜାନୁୟାରୀ 10ଯାଏ ବୃଦ୍ଧି

ନୂଆଦିଲ୍ଲୀ, 21 ଡିସେମ୍ବର – ଦିଲ୍ଲୀ ଅବକାରୀ ଘୋଟାଲା ମାମଲାରେ ଗିରଫ ହୋଇଥିବା ଆମ ଆଦମୀ ପାର୍ଟିର ରାଜ୍ୟସଭା ସାଂସଦ ସଞ୍ଜୟ ସିଂହଙ୍କ ନ୍ୟାୟିକ ହେପାଜତ ଜାନୁୟାରୀ 10ଯାଏ ବୃଦ୍ଧି କରିଛନ୍ତି ଦିଲ୍ଲୀ ରାଉଜ ଏଭିନ୍ୟୁ କୋର୍ଟ । ସ୍ପେଶାଲ ଜଜ ଏମକେ ନାଗପାଲ ଏହି ନିର୍ଦ୍ଦେଶ ଦେଇଛନ୍ତି ।
ଆଜି ସଞ୍ଜୟ ସିଂହଙ୍କ ନ୍ୟାୟିକ ହେପାଜତ ଶେଷ ହେଉଥିଲା, ଏହାପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା ।

Show More

Related Articles

Back to top button