Breaking PLUSଓଡ଼ିଶାମୁଖ୍ୟ ଖବର
ଖୁବଶୀଘ୍ର ଦୂରଦର୍ଶନରେ ‘ସାନ୍ତାଳି’ ଭାଷାରେ ପଢ଼ାଯିବ ନ୍ୟୁଜ୍

ଭୁବନେଶ୍ୱର- ଖୁବଶୀଘ୍ର ଦୂରଦର୍ଶନରେ ‘ସାନ୍ତାଳି’ ଭାଷାରେ ନ୍ୟୁଜ୍ ପଢ଼ାଯିବ । ୬ରୁ ୭ ଦିନରେ ଏହା କରାଯିବ କହିଲେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ‘ସାନ୍ତାଳି’ ଭାଷାରେ ନ୍ୟୁଜ୍ ପଢ଼ା ନେଇ ରାଷ୍ଟ୍ରପତିଙ୍କ ଆଗ୍ରହ ଥିଲା ।