Breaking PLUSମୁଖ୍ୟ ଖବରରାଶିଫଳ

ଶନିବାରର ରାଶିଫଳ

ସ୍ୱାସ୍ଥ୍ୟରେ ସମସ୍ୟା ଦେଖା ଦେଇପାରେ, ଆକସ୍ମିକ ଧନ ମିଳିପାରେ

ମେଷ– ଶନିବାର ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବାକୁ ପଡିପାରେ। ପ୍ରତ୍ୟେକ କାର୍ଯ୍ୟ ତ୍ୱରାନ୍ୱିତ ହେବ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ବ୍ୟବସାୟରୁ ପ୍ରଚୁର ଧନ ଲାଭ ହୋଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି-ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଶନିବାର ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବୃଷ – ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମକୁ ଶ୍ରେୟ ମଣିବେ । ସ୍ୱାସ୍ଥ୍ୟ ଅତୁଟ ରହିବ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ , ପ୍ରେମୀ ଓ ବୁଦ୍ଧିମାନ୍ ଏବଂ କୃଷି କର୍ମକାରୀ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

ଗୃହିଣୀ-ସୁଖଭାରା ଦିନଟି ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।

ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ମିଥୁନ – ନିଜ ନିଜର ସ୍ୱାର୍ଥହାନି ଆଶଙ୍କାରେ ଆତ୍ମୀୟମାନେ ଦୂରେଇ ଯାଇପାରନ୍ତି । ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ସାନଭାଇମାନଙ୍କ ଠାରୁ ଆଦର ଭକ୍ତି ମିଳିବ। ଶୁଭ ରଙ୍ଗ ପିଙ୍କ୍। ଶୁଭ ଅଙ୍କ ୩।

ଚାଷୀ-ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି-ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ – କର୍ମକ୍ଷେତ୍ରର ସମସ୍ୟା ସମାଧାନ ସହ ଟେନସନ୍ କମିଯିବା ସକାଶେ ଚେଷ୍ଟା କରିବେ ।ପରମ ସୌଭାଗ୍ୟଶାଳୀ ହେବେ । ପ୍ରବାସୀ, ମଧୁରଭାଷୀ,ସହନଶୀଳ,ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି । ବ୍ୟବସାୟରୁ ଅଧିକ ଧନ ମିଳିପାରେ । ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି ।ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ବ୍ୟବସାୟୀ- ବିଜୟୀ ହେବେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।

ସିଂହ – ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣା କରିବାରେ ଜଣେ ବିଜାତୀୟ ବ୍ୟକ୍ତି ସାହାର୍ଯ୍ୟ କରିବେ । ସର୍ବଶକ୍ତିମାନ୍ ହୋଇପାରନ୍ତି । ହେବେ । ବ୍ୟବସାୟ ପାଇଁ ଉଦ୍ୟମ ଜାରି ରଖିବେ । ମାଲିମୋକଦ୍ଦମାରେ ବିଜୟୀ ହେବା ସହ ଧନ ପ୍ରାପ୍ତ ଓ ଐଶ୍ୱର୍ଯ୍ୟଯୁକ୍ତ ହେବେ । ଧନ ସମ୍ପଦ ଭରପୂର ରହିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫।

ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି-ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ଯାନ୍ତ୍ରିକ ଜିନିଷ, ଯାନବାହନ, ବସ୍ତ୍ରାଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଚଞ୍ଚଳମନା ଓ ସ୍ନେହ ବୋଳା କଥା କହି ପରକୁ ଆପଣାର କରିବାରେ ସକ୍ଷମ ହୋଇପାରନ୍ତି । ଏକାନ୍ତରେ ସମୟ ବିତାଇବାକୁ ଇଚ୍ଛା ପ୍ରକାଶ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

କର୍ମଜୀବି- କର୍ମଚଞ୍ଚଳ ରହିବେ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ତୁଳା – ଶୁଭଯୋଗ ଅଛି । ସୁସ୍ଥ ଓ ନୀରୋଗ ଶରୀରଯୁକ୍ତ ଏବଂ ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳମନା ପାଇଁ ଅସୁବିଧାରେ ପଡିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନ ଲାଭର ସୂଚନା ମିଳୁଛି । ଶୁଭ ରଙ୍ଗବ୍ରାଉନ୍ । ଶୁଭ ଅଙ୍କ ୬ ।

ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ପରକୁ ଆପଣାର କରିବେ ।

ବିଛା – ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମୃଗଶିରା ନକ୍ଷତ୍ରର ମନ ଉଦାସ ରହିବ । କର୍ତ୍ତବ୍ୟନିଷ୍ଠ ଓ ଦୟାଳୁ ସ୍ୱଭାବର ହେବେ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରିପାରନ୍ତି । ନିଜ ପରିବାର ପ୍ରତି ସ୍ନେହ ଭାବ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮।

ଗୃହିଣୀ- ମିତ୍ର ସୁଖ ପାଇବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

କର୍ମଜୀବି- କର୍ମଚଞ୍ଚଳ ରହିବେ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ଧନୁ – ସନ୍ତାନଙ୍କ ଅସନ୍ତୋଷଜନକ କାର୍ଯ୍ୟ ହେତୁକ ଦୁଶ୍ଚିନ୍ତା ଆସିପାରେ । ଜନମଙ୍ଗଳ ପାଇଁ ଉଦ୍ୟମ ଜାରି ରଖିବେ । ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ଦିନଟି ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ସାହସୀ, ସମ୍ପତ୍ତିବାନ୍ ଓ ଉଦ୍ୟୋଗୀ ହେବେ । ଶୁଭ ରଙ୍ଗ ଲାଇଟ୍ ପିଙ୍କ୍ । ଶୁଭ ଅଙ୍କ ୪ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ମକର –ଅତୀତ ଘଟଣାରେ କୌଣସି ଅସୁିବିଧାନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ସମ୍ମାନିତ ଓ ଖର୍ଚ୍ଚାନ୍ତ ହୋଇପାରନ୍ତି । ପରିସ୍ଥିତିରେ ପଡି ଈର୍ଷା ପରାୟଣ ହେବେ । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଗାଡି ଚଳାଚଳରେ ସତର୍କତା ଅବଲମ୍ବନ କରିବାକୁ ପଡିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

କର୍ମଜୀବି- ଜଳଯାତ୍ରା ମନା ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କୁମ୍ଭ – କର୍ମକ୍ଷେତ୍ରରେ ଅନ୍ୟର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରନ୍ତି ।ଅସାଧ୍ୟ ସାଧନ କରି ପାରନ୍ତି । ଆନନ୍ଦ ଉତ୍ସବ ଲାଗି ରହିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିବେ । ବେଳେବେଳେ ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମୀନ – ଅନିୟମିତ ଆହାର ଯୋଗୁ ସ୍ୱାସ୍ଥ୍ୟରେ ସମସ୍ୟା ଦେଖା ଦେଇପାରେ । ଯୋଗାଯୋଗ ଶୁଭଦାୟକ ହେବ । ଭାଇମାନଙ୍କ ପ୍ରତି ସ୍ନେହ,ଶ୍ରଦ୍ଧା ରହିବ । ବଳିଷ୍ଠ ଓ ଶତ୍ରୁହନ୍ତା ଏବଂ ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହୋଇ ସମ୍ମାନିତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।

ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖୀ ହେବେ ।

Show More

Related Articles

Back to top button