Breaking PLUSଓଡ଼ିଶାମୁଖ୍ୟ ଖବର

ପୂଜା ଛୁଟି ପରେ ଖୋଲିବ ସ୍କୁଲ ଓ କଲେଜ

ଆଗାମୀ ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିବ ବିଦ୍ୟାଳୟ ଓ ମହାବିଦ୍ୟାଳୟ । ଏ ନେଇ ନିଜେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ୱର : ଆଗାମୀ ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିବ ବିଦ୍ୟାଳୟ ଓ ମହାବିଦ୍ୟାଳୟ । ଏ ନେଇ ନିଜେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିବା ସମୟରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ବର୍ତ୍ତମାନର ପରିସ୍ଥିତିରେ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ସ୍କୁଲ କଲେଜ ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିବ ।
ରାଜ୍ୟରେ ଗତ କିଛି ଦିନ ଧରି କୋରୋନା ସଂକ୍ରମଣ ସଂଖ୍ୟା ୩ ହଜାରରୁ ଉର୍ଦ୍ଧ୍ୱରେ ରହୁଛି, ଯାହାକୁ ନେଇ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।

Show More

Related Articles

Back to top button