Breaking PLUSଓଡ଼ିଶାମୁଖ୍ୟ ଖବରଶିକ୍ଷା

ଲଗାଣ ବର୍ଷା ନେଇ ୧୨ ଜିଲ୍ଲାରେ ୨ ଦିନ ପାଇଁ ସ୍କୁଲ୍ ଛୁଟି

ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ନେଇ ୧୨ଟି ଜିଲ୍ଲାରେ ୨ ଦିନ (ଆଜି ଓ ଆସନ୍ତାକାଲି) ପାଇଁ ସ୍କୁଲ୍ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।

ସେ ସମସ୍ତ ଜିଲ୍ଲା ଗୁଡିକ ହେଲା- କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, କେନ୍ଦ୍ରାପଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୋନପୁର, ବରଗଡ଼ ଓ ଜଗତସିଂହପୁରରେ । ଏହି ସମସ୍ତ ଜିଲ୍ଲାରେ ସ୍କୁଲ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି ।

 

Show More

Related Articles

Back to top button