Breaking PLUSଓଡ଼ିଶାମୁଖ୍ୟ ଖବର

ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ସ୍କୁଲ୍, ପ୍ରସ୍ତୁତ ହେଉଛି SOP

ଖୋଲିପାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍‌। ଏନେଇ SOP ପ୍ରସ୍ତୁତ କରାଯାଉଛି। ସ୍କୁଲ୍‌ ଖୋଲିବା ପ୍ରସଙ୍ଗରେ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି।

ଖୋଲିପାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍‌। ଏନେଇ SOP ପ୍ରସ୍ତୁତ କରାଯାଉଛି। ସ୍କୁଲ୍‌ ଖୋଲିବା ପ୍ରସଙ୍ଗରେ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି।

ଅଙ୍ଗନବାଡ଼ି ଯେହେତୁ ଖୋଲିଲାଣି, ତେଣୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଖୋଲାଯିବ। ତେବେ କେବେ ଖୋଲିବ ସେନେଇ ମନ୍ତ୍ରୀ କିଛି ସ୍ପଷ୍ଟ କରିନାହାନ୍ତି।

Tags
Show More

Related Articles

Back to top button
Close