Breaking PLUSଓଡ଼ିଶାମୁଖ୍ୟ ଖବର
ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ସ୍କୁଲ୍, ପ୍ରସ୍ତୁତ ହେଉଛି SOP
ଖୋଲିପାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍। ଏନେଇ SOP ପ୍ରସ୍ତୁତ କରାଯାଉଛି। ସ୍କୁଲ୍ ଖୋଲିବା ପ୍ରସଙ୍ଗରେ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି।

ଖୋଲିପାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍। ଏନେଇ SOP ପ୍ରସ୍ତୁତ କରାଯାଉଛି। ସ୍କୁଲ୍ ଖୋଲିବା ପ୍ରସଙ୍ଗରେ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି।
ଅଙ୍ଗନବାଡ଼ି ଯେହେତୁ ଖୋଲିଲାଣି, ତେଣୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଖୋଲାଯିବ। ତେବେ କେବେ ଖୋଲିବ ସେନେଇ ମନ୍ତ୍ରୀ କିଛି ସ୍ପଷ୍ଟ କରିନାହାନ୍ତି।