Breaking PLUSଓଡ଼ିଶାମୁଖ୍ୟ ଖବର

ସୁନ୍ଦରଗଡରେ ଆତଙ୍କ ଖେଳାଉଛି ସ୍କ୍ରବ ଟାଇଫସ୍

ସୁନ୍ଦରଗଡ଼ରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢିଚାଲିଛି। ରବିବାର ୧୧, ସୋମବାର ୩ ଚିହ୍ନଟ ହୋଇଥିଲେ। ଆଜି ପୁଣି ୧୦ ଚିହ୍ନଟ ହୋଇଛି। ଏହା ସହ ସଂଖ୍ୟା ୧୯୩ରେ ପହଞ୍ଚିଛି। ତେବେ ଏହା ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ହୋଇଥିବା ପରୀକ୍ଷାର ରିପୋର୍ଟ। ଘରୋଇ ଭାବେ ପ୍ରକାଶିତ ତଥ୍ୟାନୁସାରେ ଆକ୍ରାନ୍ତ ସଂଖ୍ୟା ୫ ଶହ ଟପି ଯାଇଥିବା କୁହାଯାଉଛି। କେବଳ ରାଜଗାଙ୍ଗପୁରର ଏକ ଘରୋଇ କ୍ଲିନିକରେ ୧୫୦ରୁ ଅଧିକ ସ୍କ୍ରବ୍ ଟାଇଫସ ଚିହ୍ନଟ ହୋଇଥିବା ସୂଚନା ମିଳିଛି।

Show More

Related Articles

Back to top button