Breaking PLUSଓଡ଼ିଶାମୁଖ୍ୟ ଖବର

ପୁରୀରେ ଶ୍ରୀଜୀଉଙ୍କ ଦର୍ଶନ କଲେ କେନ୍ଦ୍ର କୃଷି ମନ୍ତ୍ରୀ

ଭୁବନେଶ୍ୱର, 29 ମେ – ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ ।  ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଥିବା କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ କୃଷି ଓ କୃଷକଙ୍କ ବିକାଶ ନେଇ ଗୁରୁତ୍ୱାରୋପ କରିଛନ୍ତି। କୃଷି ବୈଜ୍ଞାନିକଙ୍କୁ ଲ୍ୟାବରୁ ବାହାରି ଲ୍ୟାଣ୍ଡକୁ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button