ଦେଶରାଜନୀତି

ଟିମ୍ ଇଣ୍ଡିଆକୁ ଝଟକା,ବାଂଲାଦେଶ-ଭାରତ ଦିନିକିଆ ସିରିଜରୁ ବାଦ୍ ପଡିଲେ ମହମ୍ମଦ ଶାମି

ଟିମ୍ ଇଣ୍ଡିଆକୁ ଝଟକା । ଆସନ୍ତା ଶୁକ୍ରବାର ଠାରୁ ଆରମ୍ଭ ହେବ ବାଂଲାଦେଶ-ଭାରତ ଦିନିକିଆ ସିରିଜ୍ । ଏହି ସିରିଜ୍ ରୁ ବାଦ୍ ପଡିଛନ୍ତି ଭାରତୀୟ ବୋଲର ମହମ୍ମଦ ଶାମି । ତାଙ୍କ ସ୍ଥାନରେ ଜାମ୍ମୁ ଏକ୍ସପ୍ରେସ୍ ଉମ୍ରାନ୍ ମଲ୍ଲିକ୍କୁ ସୁଯୋଗ ମିଳିଛି ।
ତେବେ ଏହି ମ୍ୟାଚରେ ୩ଟି ଓ୍ବାନଡେ ସହିତ ୨ଟି ଟେଷ୍ଟ ମ୍ୟାଚ୍ ଖେଲାଯିବ । ହେଲେ ଏହା ପୂର୍ବରୁ ଭାରତୀୟ ଦଳ ପାଇଁ ସମସ୍ୟା ବଢିଛି । ଟିମ୍‌ରୁ ବାହାର ହୋଇଯାଇଛନ୍ତି ପେସ୍ ବୋଲର ମହମ୍ମଦ ସାମି । ହାତରେ ଆହାତ ଯୋଗୁ ଟିମ୍ରୁ ବାଦ୍ ପଡ଼ିଛନ୍ତି ଏହି ଅନୁଭବୀ ବୋଲର । ମହମ୍ମଦ ସାମି ଉଭୟ ଓ୍ବେନଡେ’ ଓ ଟେଷ୍ଟ ଟିମ୍ରୁ ବାହାର ହୋଇଯାଇଛନ୍ତି । ସେପଟେ ସାମିଙ୍କ ସ୍ଥାନରେ ଦ୍ରୁତ ବୋଲର ଉମ୍ରାନ ମଲ୍ଲିକକୁ ସୁଯୋଗ ଦେଇଛି ବିସିସିଆଇ ।
Show More

Related Articles

Back to top button