ଓଡ଼ିଶା

କାଲି ଶ୍ରୀଜୀଉଙ୍କ ବନକ ଲାଗି ନୀତି

ଭୁବନେଶ୍ୱର, 12 ମାର୍ଚ୍ଚ – କାଲି ଶ୍ରୀଜୀଉଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତାକାଲି ତା୧୩.୩.୨୦୨୪ ରିଖ, ବୁଧବାର ଫାଲଗୁନ ଶୁକ୍ଳ ଚତୁର୍ଥୀ ତିଥି ଶ୍ରୀ ବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Show More

Related Articles

Back to top button